1 Samuel 10:3 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ସଠାେରକ୍ସ୍ଟ ଆଗକକ୍ସ୍ଟ ଗଲେ ତାବୋରର ଏଲୋନ ବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥଲକେକ୍ସ୍ଟ ପରମେଶ୍ବରଙ୍କ ନିକଟକକ୍ସ୍ଟ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସଠାେରେ ଜଣେ ତିନୋଟି ୟକ୍ସ୍ଟବା ଛଳେି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କକ୍ସ୍ଟଐାଏ ଦ୍ରାକ୍ଷାରସ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୋଟୀ, ପୁରି ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବୈଥେଲ୍‍କୁ ପରମେଶ୍ଵରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ କହିଲେ, “ତୁମ୍ଭେ ସେଠାରୁ ଆଗକୁ ଗଲେ ତାବୋରର ଅଲୋନବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥେ‌ଲ୍‌କୁ ପରମେଶ୍ୱରଙ୍କ ନିକଟକୁ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସେଠାରେ ଜଣେ ତିନୋଟି ଯୁବା ଛେଳି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍‍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳି ଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍‍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;