1 Samuel 10:4 — Compare Translations
5 translations compared side by side
Odia - 1840
"ସମାନେେ ତୁମ୍ଭକୁ ଅଭ୍ଯର୍ଥନା କରିବେ ଓ ଦକ୍ସ୍ଟଇଟି ରୋଟୀ ଦବେେ, ଏବଂ ତୁମ୍ଭେ ସମାନଙ୍କେଠାରକ୍ସ୍ଟ ତାହା ଗ୍ରହଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୋଟୀ ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭକୁ ଅଭ୍ୟର୍ଥନା କରିବେ ଓ ଦୁଇଟି ରୋଟୀ ଦେବେ, ଏବଂ ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।