1 Samuel 10:5 — Compare Translations
5 translations compared side by side
Odia - 1840
"ତା'ପରେ ତୁମ୍ଭମାନେେ ଗିବିଯୋଥ ଓ ଲୋହିମକକ୍ସ୍ଟ ୟିବ। ସଠାେରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତବେେଳେ ତୁମ୍ଭେ ସହରର ପ୍ରବେଶ ଦ୍ବାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରକ୍ସ୍ଟ ଦଳେ ଯାଜକ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସକ୍ସ୍ଟଥିବାର ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତୁମ୍ଭେ ପରମେଶ୍ଵରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେମାନେ ଗିବିୟୋଥ ଓ ଲୋହିମକୁ ଯିବ। ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତେବେଳେ ତୁମ୍ଭେ ସହରର ପ୍ରବେଶ ଦ୍ୱାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରୁ ଦଳେ ଯାଜକ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସୁଥିବାର ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ;
Odia IRV 2017 (ଓଡିଆ ବାଇବେଲ)