1 Samuel 10:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଆତ୍ମା ତକ୍ସ୍ଟମ୍ଭ ନିକଟକକ୍ସ୍ଟ ବିରାଟ ଶକ୍ତି ରେ ଆସିବା ଏବଂ ତୁମ୍ଭେ ସମାନଙ୍କେ ସହିତ ଭବିଷ୍ଯତବାଣୀ କହିବ ଏବଂ ତୁମ୍ଭେ ଜଣେ ଅଲଗା ବ୍ଯକ୍ତି ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରା; କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଆତ୍ମା ତୁମ୍ଭ ନିକଟକୁ ବିରାଟ ଶକ୍ତିରେ ଆସିବ ଏବଂ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାଣୀ କହିବ ଏବଂ ତୁମ୍ଭେ ଜଣେ ଅଲଗା ବ୍ୟକ୍ତି ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।