1 Samuel 10:7 — Compare Translations

5 translations compared side by side

Odia - 1840
"ସମ୍ଭବତଃ ସହେି ସମସ୍ତ ଚିହ୍ନ ଅତିକ୍ରମ କରିବାକୁ ଲାଗିଲା, ତୁମ୍ଭେ ଯାହା କରିବାକୁ ପସନ୍ଦ କରିବ ତାହା କରିବ। କାରଣ ପରମେଶ୍ବର ତକ୍ସ୍ଟମ୍ଭ ସହିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ଵାରା ଯେପରି ହେବ, ସେପରି କର; କାରଣ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସମ୍ଭବତଃ ସେହି ସମସ୍ତ ଚିହ୍ନ ଅତିକ୍ରମ କରିବାକୁ ଲାଗିଲା, ତୁମ୍ଭେ ଯାହା କରିବାକୁ ପସନ୍ଦ କରିବ ତାହା କରିବ। କାରଣ ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।