1 Samuel 10:8 — Compare Translations
5 translations compared side by side
Odia - 1840
"ମାେ ପୂର୍ବରକ୍ସ୍ଟ ପ୍ରଥମେ ତୁମ୍ଭେ ଗିଲ୍ଗଲ୍କକ୍ସ୍ଟ ୟିବ। ତା'ପରେ ମୁ ସଠାେକକ୍ସ୍ଟ ହାମବେଳି ଓ ମଙ୍ଗଳାର୍ଥକବଳି ରେ ଉତ୍ସର୍ଗ କରିବି। ମୁ ଆସି ତୁମ୍ଭକୁ କଣ କରିବାକୁ ହବେ କହିବା ପର୍ୟ୍ଯନ୍ତ, ତୁମ୍ଭେ ସଠାେରେ ସାତଦିନ ଅପେକ୍ଷା କରିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ଵ କରିବ।
Odia Bible ERV 2004 (ପବିତ୍ର ବାଇବଲ)
“ମୋ’ ପୂର୍ବରୁ ପ୍ରଥମେ ତୁମ୍ଭେ ଗିଲ୍ଗଲ୍କୁ ଯିବ। ତା’ପରେ ମୁଁ ସେଠାକୁ ହୋମବଳି ଓ ମଙ୍ଗଳାର୍ଥକ ବଳିରେ ଉତ୍ସର୍ଗ କରିବି। ମୁଁ ଆସି ତୁମ୍ଭକୁ କ’ଣ କରିବାକୁ ହେବ କହିବା ପର୍ଯ୍ୟନ୍ତ, ତୁମ୍ଭେ ସେଠାରେ ସାତ ଦିନ ଅପେକ୍ଷା କରିବାକୁ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।