1 Samuel 10:9 — Compare Translations
5 translations compared side by side
Odia - 1840
"ଏହାପରେ ସେ ଶାମକ୍ସ୍ଟଯଲେ ଛାଡିୟିବା ପାଇଁ ପିଠି ଫରୋନ୍ତେ ପରମେଶ୍ବର ତାଙ୍କର ହୃଦଯ ପରବର୍ତ୍ତନ କରି ଦେଲେ ଓ ସହେିଦିନ ସେ ସମସ୍ତ ଚିହ୍ନ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ଵର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହିଦିନ ସେସମସ୍ତ ଚିହ୍ନ ଘଟିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଭବିଷ୍ୟଦ୍ବକ୍ତାମାନଙ୍କ ପରି ହେଲେ ଏହା ପରେ ସେ ଶାମୁୟେଲଙ୍କୁ ଛାଡ଼ିଯିବା ପାଇଁ ପିଠି ଫେରାନ୍ତେ ପରମେଶ୍ୱର ତାଙ୍କର ହୃଦୟ ପରିବର୍ତ୍ତନ କରିଦେଲେ ଓ ସେହି ଦିନ ସେ ସମସ୍ତ ଚିହ୍ନ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହି ଦିନ ସେସମସ୍ତ ଚିହ୍ନ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହିଦିନ ସେସମସ୍ତ ଚିହ୍ନ ଘଟିଲା।