1 Samuel 11:1 — Compare Translations
5 translations compared side by side
Odia - 1840
"ପ୍ରାଯ ଏକମାସ ପରେ ଅେମ୍ମାନୀୟ ନାହଶ ଏବଂ ତାଙ୍କ ସନୋ ୟାବେଶ ଗିଲିଯଦ ଛାଉଣୀ ସ୍ଥାପନ କଲେ। ୟାବେଶର ଲୋକ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ନିଯମ ପ୍ରବର୍ତ୍ତନ କର, ଆମ୍ଭେ ତାହା ପାଳନ କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାୟ ଏକ ମାସ ପରେ ଅମ୍ମୋନୀୟ ନାହଶ ଏବଂ ତାଙ୍କ ସେନା ଯାବେଶ୍ ଗିଲିୟଦ ଛାଉଣି ସ୍ଥାପନ କଲେ। ଯାବେଶ୍ର ଲୋକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ନିୟମ ପ୍ରବର୍ତ୍ତନ କର, ଆମ୍ଭେ ତାହା ପାଳନ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।