1 Samuel 11:10 — Compare Translations
5 translations compared side by side
Odia - 1840
"ତା'ପରେ ୟାବେଶ୍ର ଲୋକମାନେ ଅମ୍ମାନେୀୟ ନାହଶକକ୍ସ୍ଟ କହିଲେ, ଆସନ୍ତା କାଲି ଆମ୍ଭମାନେେ ତୁମ୍ଭମାନଙ୍କ ନିକଟକକ୍ସ୍ଟ ଆସିବକ୍ସ୍ଟ। ତୁମ୍ଭର ଯାହା ଇଚ୍ଛା ହବେ ତାହା ଆମ୍ଭମାନଙ୍କ ପ୍ରତି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାବେଶ୍ର ଲୋକମାନେ ଅମ୍ମୋନୀୟ ନାହଶକୁ କହିଲେ, “ଆସନ୍ତା କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆସିବୁ। ତୁମ୍ଭର ଯାହା ଇଚ୍ଛା ହେବ ତାହା ଆମ୍ଭମାନଙ୍କ ପ୍ରତି କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।