1 Samuel 11:12 — Compare Translations
5 translations compared side by side
Odia - 1840
"ତା'ପରେ ଲୋକମାନେ ଶାମୁୟେଲଙ୍କୁ ପଚାରିଲେ, ଯେଉଁମାନେ ଶାଉଲଙ୍କକ୍ସ୍ଟ ବିରକ୍ସ୍ଟଦ୍ଧ କରୁଥିଲେ ସମାନେେ କେଉଁଠି ଅଛନ୍ତି। ସେ ଲୋକମାନଙ୍କୁ ଆମ୍ଭେ ହତ୍ଯା କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଲୋକମାନେ ଶାମୁୟେଲଙ୍କୁ ପଗ୍ଭରିଲେ, “ଯେଉଁମାନେ ଶାଉଲଙ୍କୁ ବିରୁଦ୍ଧ କରୁଥିଲେ ସେମାନେ କେଉଁଠି ଅଛନ୍ତି। ସେ ଲୋକମାନଙ୍କୁ ଆମ୍ଭେ ହତ୍ୟା କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, “କିଏ କହୁଥିଲା କି, ‘ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ?’ ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।