1 Samuel 11:13 — Compare Translations

5 translations compared side by side

Odia - 1840
"ଶାଉଲ କହିଲେ, ନା! ଆଜି କାହାକକ୍ସ୍ଟ ହତ୍ଯା କର ନାହିଁ। ସଦାପ୍ରଭୁ ଆଜି ଇଶ୍ରାୟେଲୀୟମାନଙ୍କୁ ରକ୍ଷା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଉଲ କହିଲେ, ଆଜି କୌଣସି ଲୋକର ପ୍ରାଣଦଣ୍ତ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ କହିଲେ, “ନା! ଆଜି କାହାକୁ ହତ୍ୟା କର ନାହିଁ। ସଦାପ୍ରଭୁ ଆଜି ଇସ୍ରାଏଲୀୟମାନଙ୍କୁ ରକ୍ଷା କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାଉଲ କହିଲେ, ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।