1 Samuel 11:14 — Compare Translations
5 translations compared side by side
Odia - 1840
"ତା'ପରେ ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଆସ ଗିଲ୍ଗଲକକ୍ସ୍ଟ ୟିବା, ସଠାେରେ ଶାଉଲଙ୍କକ୍ସ୍ଟ ପକ୍ସ୍ଟନର୍ବାର ରାଜାରୂପେ ଅଭିଷିକ୍ତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ଵ ସ୍ଥିର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ ଗିଲ୍ଗଲ୍କୁ ଯିବା, ସେଠାରେ ଶାଉଲଙ୍କୁ ପୁନର୍ବାର ରାଜାରୂପେ ଅଭିଷିକ୍ତ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।