1 Samuel 11:15 — Compare Translations
5 translations compared side by side
Odia - 1840
"ତା'ପରେ ସମସ୍ତେ ଗିଲଗଲ ଗଲେ, ସଠାେରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଶାଉଲଙ୍କକ୍ସ୍ଟ ରାଜାରୂପେ ଅଭିଷକ୍ତ କଲେ। ସମାନେେ ସମସ୍ତେ ସଦାପ୍ରଭୁଙ୍କୁ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ଶାଉଲ ଏବଂ ଇଶ୍ରାୟେଲୀୟମାନେ ମହା ଆନନ୍ଦ ରେ ଏହା ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସମସ୍ତେ ଗିଲ୍ଗଲ୍ ଗଲେ, ସେଠାରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜାରୂପେ ଅଭିଷକ୍ତ କଲେ। ସେମାନେ ସମସ୍ତେ ସଦାପ୍ରଭୁଙ୍କୁ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଶାଉଲ ଏବଂ ଇସ୍ରାଏଲୀୟମାନେ ମହା ଆନନ୍ଦରେ ଏହା ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।
Odia IRV 2017 (ଓଡିଆ ବାଇବେଲ)