1 Samuel 11:2 — Compare Translations

5 translations compared side by side

Odia - 1840
"ଅେମ୍ମାନୀୟ ନାହଶ ତାଙ୍କୁ ଉତ୍ତର କଲା, ତକ୍ସ୍ଟମ୍ଭ ସମସ୍ତଙ୍କର ଦକ୍ଷିଣଚକ୍ଷକ୍ସ୍ଟ ଉପକ୍ସ୍ଟଡା ଗଲେ ମୁ ତା'ପରେ ନିଯମ ସ୍ଥିର କରିବି। ତଦ୍ଦ୍ବାରା ସମସ୍ତ ଇଶ୍ରାୟେଲୀୟ ଲଜ୍ଜିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅମ୍ମୋନୀୟ ନାହଶ୍ ସେମାନଙ୍କୁ ଉତ୍ତର କଲା, ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ଵାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟ ନାହଶ ତାଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣଚକ୍ଷୁ ଉପୁଡ଼ା ଗଲେ ମୁଁ ତା’ପରେ ନିୟମ ସ୍ଥିର କରିବି। ତଦ୍ଦ୍ୱାରା ସମସ୍ତ ଇସ୍ରାଏଲୀୟ ଲଜ୍ଜିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅମ୍ମୋନୀୟ ନାହଶ୍‍ ସେମାନଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅମ୍ମୋନୀୟ ନାହଶ୍‍ ସେମାନଙ୍କୁ ଉତ୍ତର କଲା, ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।