1 Samuel 11:3 — Compare Translations

5 translations compared side by side

Odia - 1840
"ୟାବେଶ୍ର ନେତାମାନେ କହିଲେ, ଆମକକ୍ସ୍ଟ ସାତଦିନ ସମୟ ଦିଅ, ଆମ୍ଭେ ସାରା ଇଶ୍ରାୟେଲକକ୍ସ୍ଟ ଦୂତଗଣଙ୍କକ୍ସ୍ଟ ପଠାଇବକ୍ସ୍ଟ ଯଦି ଆମ୍ଭକକ୍ସ୍ଟ କହେି ସାହାୟ୍ଯ ନ କରନ୍ତି, ତବେେ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ଆସିବକ୍ସ୍ଟ ଓ ସମର୍ପଣ କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ-ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାବେ‌‌‌ଶ୍‌‌ର ନେତାମାନେ କହିଲେ, “ଆମ୍ଭକୁ ସାତ ଦିନ ସମୟ ଦିଅ, ଆମ୍ଭେ ସାରା ଇସ୍ରାଏଲକୁ ଦୂତଗଣଙ୍କୁ ପଠାଇବୁ ଯଦି ଆମ୍ଭକୁ କେହି ସାହାଯ୍ୟ ନ କରନ୍ତି, ତେବେ ତୁମ୍ଭ ନିକଟକୁ ଆସିବୁ ଓ ସମର୍ପଣ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।