1 Samuel 11:4 — Compare Translations

5 translations compared side by side

Odia - 1840
"ଗିବିଯା ଦୂତ ଶାଉଲ ବାସ କରୁଥିବା ସହର ରେ ଲୋକମାନଙ୍କୁ ଏହି କଥା କହିବାରକ୍ସ୍ଟ ଲୋକମାନେ ଦକ୍ସ୍ଟଃଖ ରେ କ୍ରନ୍ଦନ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହିସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଯାବେ‌‌‌ଶ୍‌‌-ଗିଲିୟ‌‌‌‌ଦ୍‌‌‌‌କୁ ରକ୍ଷା କଲେ ଗିବିୟା ଦୂତ ଶାଉଲ ବାସ କରୁଥିବା ସହରରେ ଲୋକମାନଙ୍କୁ ଏହି କଥା କହିବାରୁ ଲୋକମାନେ ଦୁଃଖରେ କ୍ରନ୍ଦନ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହିସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।