1 Samuel 11:6 — Compare Translations
5 translations compared side by side
Odia - 1840
"ଶାଉଲ ସମସ୍ତ କଥା ଶୁଣିଲେ। ତା'ପରେ ପରମେଶ୍ବରଙ୍କ ଆତ୍ମା ଶାଉଲଙ୍କ ଦହେ ରେ ଅତିଶଯ ପ୍ରଜ୍ବଳିତ ହେଲା। ଶାଉଲ କୋର୍ଧ ରେ ଜର୍ଜରିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି କଥା ଶୁଣିବାମାତ୍ର ପରମେଶ୍ଵରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରା; କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ସମସ୍ତ କଥା ଶୁଣିଲେ। ତା’ପରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କ ଦେହରେ ଅତିଶୟ ପ୍ରଜ୍ୱଳିତ ହେଲା। ଶାଉଲ କ୍ରୋଧରେ ଜର୍ଜରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।