1 Samuel 11:8 — Compare Translations

5 translations compared side by side

Odia - 1840
"ଶାଉଲ ବସକରେେ ଲୋକମାନଙ୍କୁ ଏକାଠି କଲେ। ସଠାେରେ ଇଶ୍ରାୟେଲରକ୍ସ୍ଟ 3,00,000 ଲୋକ ୟିହକ୍ସ୍ଟଦାରକ୍ସ୍ଟ 30,000 ଲୋକ ଉପସ୍ଥିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ବେସକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ବେସକରେ ଲୋକମାନଙ୍କୁ ଏକାଠି କଲେ। ସେଠାରେ ଇସ୍ରାଏଲରୁ 300,000 ଲୋକ ଯିହୁଦାରୁ 30,000 ଲୋକ ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।