1 Samuel 11:9 — Compare Translations

5 translations compared side by side

Odia - 1840
"ଶାଉଲ ଏବଂ ତାଙ୍କ ସୈନ୍ଯମାନେ ୟାବେଶ୍ର ଦୂତମାନଙ୍କୁ କହିଲେ, ତୁମ୍ଭମାନେେ ୟାବେଶ ଗିଲିଯଦର ଲୋକମାନଙ୍କୁ କକ୍ସ୍ଟହ ଆସନ୍ତା କାଲି ମଧ୍ଯାହ୍ନ ସକ୍ସ୍ଟଦ୍ଧା ସମାନେେ ମକ୍ସ୍ଟକ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରାବେଳେ ତୁମ୍ଭେମାନେ ଉଦ୍ଧାର ପାଇବ; ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଏବଂ ତାଙ୍କ ସୈନ୍ୟମାନେ ଯାବେ‌‌‌ଶ୍‌‌ର ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ୍ ଗିଲିୟଦର ଲୋକମାନଙ୍କୁ କୁହ ଆସନ୍ତା କାଲି ମଧ୍ୟାହ୍ନ ସୁଦ୍ଧା ସେମାନେ ମୁକ୍ତ ହେବେ।” ଦୂତମାନେ ଫେରି ଶାଉଲଙ୍କ ବାର୍ତ୍ତା ଯାବେ‌‌‌ଶ୍‌‌ର ଲୋକମାନଙ୍କୁ କହିଲେ ଏବଂ ସେମାନେ ବହୁତ ଖୁସୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରାବେଳେ ତୁମ୍ଭେମାନେ ଉଦ୍ଧାର ପାଇବ; ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।