1 Samuel 12:1 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ସମସ୍ତ ଇଶ୍ରାୟେଲୀଙ୍କକ୍ସ୍ଟ କହିଲେ, ତୁମ୍ଭମାନେେ ମାେତେ ଯାହାୟାହା କହିଲ, ମୁ ସେ ପ୍ରକା ରେ ତୁମ୍ଭମାନଙ୍କର ଏକ ରାଜା ନିଯୋଜନ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ରାଜାଙ୍କ ବିଷୟରେ କହିଲେ ଶାମୁୟେଲ ସମସ୍ତ ଇସ୍ରାଏଲୀଙ୍କୁ କହିଲେ, “ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ସେ ପ୍ରକାରେ ତୁମ୍ଭମାନଙ୍କର ଏକ ରାଜା ନିୟୋଜନ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।