1 Samuel 12:10 — Compare Translations

5 translations compared side by side

Odia - 1840
"ତା'ପରେ ତକ୍ସ୍ଟମ୍ଭ ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, 'ଆମ୍ଭମାନେେ ପାପ କରିଛକ୍ସ୍ଟ ଯେ ହତେକ୍ସ୍ଟ ଆମ୍ଭେ ସଦାପ୍ରଭୁଙ୍କୁ ତ୍ଯାଗ କରି ବାଲ୍ ଦବଗେଣଙ୍କର ଏବଂ ଅଷ୍ଟାରୋତ୍ ଦବଗେଣଙ୍କର ପୂଜା କରୁଛକ୍ସ୍ଟ। ଏବେ ଆମ୍ଭମାନଙ୍କୁ ଶତୃ କବଳରକ୍ସ୍ଟ ରକ୍ଷା କର, ଆମ୍ଭମାନେେ ତୁମ୍ଭର ଉପାସନା କରିବକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ ଦେବଗଣର ଓ ଅଷ୍ଟାରୋତ୍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭ ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଛୁ ଯେହେତୁ ଆମ୍ଭେ ସଦାପ୍ରଭୁଙ୍କୁ ତ୍ୟାଗ କରି ‌ବା‌ଲ୍‌ଦେବଗଣର ଏବଂ ଅଷ୍ଟାରୋତ୍ ଦେବଗଣର ପୂଜା କରୁଛୁ। ଏବେ ଆମ୍ଭମାନଙ୍କୁ ଶତ୍ରୁ କବଳରୁ ରକ୍ଷା କର, ଆମ୍ଭେମାନେ ତୁମ୍ଭର ଉପାସନା କରିବୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍‍ ଦେବଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍‍ ଦେବଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।