1 Samuel 12:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ୟିରକ୍ସ୍ଟଦ୍ଦାଲକକ୍ସ୍ଟ, ବଦାନ୍କକ୍ସ୍ଟ, ୟିଲ୍ଗହକକ୍ସ୍ଟ ଓ ଶାମୁୟେଲଙ୍କୁ ପଠାଇ ଚତକ୍ସ୍ଟର୍ଦ୍ଦିଗ ରେ ଥିବା ତକ୍ସ୍ଟମ୍ଭ ଶତୃମାନଙ୍କ କବଳରକ୍ସ୍ଟ ତୁମ୍ଭମାନଙ୍କୁ ରକ୍ଷା କଲେ। ତହିଁରେ ତୁମ୍ଭମାନେେ ନିର୍ଭୟ ରେ ବାସ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଯିରୁବ୍ବାଲକୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭମାନଙ୍କୁ ଯିରୁବ୍ବାଲ୍କୁ, ବଦାନ୍କୁ, ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ଚତୁର୍ଦ୍ଦିଗରେ ଥିବା ତୁମ୍ଭ ଶତ୍ରୁମାନଙ୍କ କବଳରୁ ତୁମ୍ଭମାନଙ୍କୁ ରକ୍ଷା କଲେ। ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲକୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।