1 Samuel 12:13 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭମାନଙ୍କ ଅନକ୍ସ୍ଟ ରୋଧ ଓ ପସନ୍ଦ ଅନକ୍ସ୍ଟସା ରେ ସଦାପ୍ରଭୁ ତୁମ୍ଭକୁ ଶାସନ କରିବା ପାଇଁ ଜଣେ ରାଜାଙ୍କକ୍ସ୍ଟ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭମାନଙ୍କ ଅନୁରୋଧ ଓ ପସନ୍ଦ ଅନୁସାରେ ସଦାପ୍ରଭୁ ତୁମ୍ଭକୁ ଶାସନ କରିବା ପାଇଁ ଜଣେ ରାଜାଙ୍କୁ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।