1 Samuel 12:14 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଯଦି ତୁମ୍ଭମାନେେ ସଦାପ୍ରଭୁଙ୍କୁ ଭୟ କର ଓ ତାଙ୍କୁ ସବୋ କର, ଯବେେ ତୁମ୍ଭମାନେେ ତାଙ୍କର ବାକ୍ଯ ଶକ୍ସ୍ଟଣ, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କ ବିରକ୍ସ୍ଟଦ୍ଧ ରେ ନୟାଅ, ପକ୍ସ୍ଟଣି ତୁମ୍ଭମାନେେ ଓ ତୁମ୍ଭମାନଙ୍କର ଶାସକ ରାଜା, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଦ୍ବାରା ରକ୍ଷା ପାଇବ ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କର ଓ ତାଙ୍କୁ ସେବା କର, ଯେବେ ତୁମ୍ଭେମାନେ ତାଙ୍କର ବାକ୍ୟ ଶୁଣ, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କ ବିରୁଦ୍ଧରେ ନ ଯାଅ, ପୁଣି ତୁମ୍ଭେମାନେ ଓ ତୁମ୍ଭମାନଙ୍କର ଶାସକ ରାଜା, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦ୍ୱାରା ରକ୍ଷା ପାଇବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
Odia IRV 2017 (ଓଡିଆ ବାଇବେଲ)