1 Samuel 12:15 — Compare Translations
5 translations compared side by side
Odia - 1840
"କିନ୍ତୁ ଯଦି ତୁମ୍ଭେ ସଦାପ୍ରଭୁଙ୍କ କଥାନ ମାନ ଏବଂ ତାଙ୍କ ବିରକ୍ସ୍ଟଦ୍ଧ ରେ ୟାଅ, ତବେେ ପରମେଶ୍ବରଙ୍କର ହସ୍ତ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ୟିବ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ବିରକ୍ସ୍ଟଦ୍ଧ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷ-ଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେ ସଦାପ୍ରଭୁଙ୍କ କଥା ନ ମାନ ଏବଂ ତାଙ୍କ ବିରୁଦ୍ଧରେ ଯାଅ, ତେବେ ପରମେଶ୍ୱରଙ୍କର ହସ୍ତ ତୁମ୍ଭମାନଙ୍କ ବିରୁଦ୍ଧରେ ଯିବ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ବିରୁଦ୍ଧରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ।