1 Samuel 12:16 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଧିର ହାଇେ ଛିଡା ହକ୍ସ୍ଟଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଯେଉଁ ମହତ୍ କାର୍ୟ୍ଯ କରିବେ ଦେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ଧିର ହୋଇ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ମହତ୍ କାର୍ଯ୍ୟ କରିବେ ଦେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।