1 Samuel 12:17 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଗହମ କାଟିବାର ସମୟ । କିନ୍ତୁ ମୁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଯେପରି ସେ ମେଘ ଗର୍ଜନ ଓ ବୃଷ୍ଟି ପଠାଇବେ। ସେଥିରକ୍ସ୍ଟ ତୁମ୍ଭମାନେେ ଜାଣିବ ଯେ, ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ତୁମ୍ଭେ ରାଜା ଦାବିକରି ବହକ୍ସ୍ଟତ ପାପ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘଗର୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଗହମ କାଟିବାର ସମୟ । କିନ୍ତୁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଯେପରି ସେ ମେଘ ଗର୍ଜନ ଓ ବୃଷ୍ଟି ପଠାଇବେ। ସେଥିରୁ ତୁମ୍ଭେମାନେ ଜାଣିବ ଯେ, ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭେ ରାଜା ଦାବିକରି ବହୁତ ପାପ କରିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।”
Odia IRV 2017 (ଓଡିଆ ବାଇବେଲ)
ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।