1 Samuel 12:18 — Compare Translations

5 translations compared side by side

Odia - 1840
"ତେଣୁ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କୁ ଡାକିଲେ, ସହେି ସମୟରେ ସଦାପ୍ରଭୁ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ। ତେଣୁ ସବକ୍ସ୍ଟଲୋକ ସଦାପ୍ରଭୁ ଓ ଶାମୁୟେଲଙ୍କୁ ଭୟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି ସଦାପ୍ରଭୁ ସେହିଦିନ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟ; ଭୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାମୁୟେଲ ସଦାପ୍ରଭୁଙ୍କୁ ଡାକିଲେ, ସେହି ସମୟରେ ସଦାପ୍ରଭୁ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ। ତେଣୁ ସବୁଲୋକ ସଦାପ୍ରଭୁ ଓ ଶାମୁୟେଲଙ୍କୁ ଭୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହିଦିନ ମେଘଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।