1 Samuel 12:19 — Compare Translations

5 translations compared side by side

Odia - 1840
"ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭମାନେେ ଯେପରି ନ ମରକ୍ସ୍ଟ ସେଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର, କାରଣ ଆମ୍ଭମାନେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ଅନକେ ଥର ପାପ କରିଅଛକ୍ସ୍ଟ ଏବଂ ବର୍ତ୍ତମାନ ଆମ୍ଭମାନେେ ରାଜାଙ୍କକ୍ସ୍ଟ ମାଗି ପାପକକ୍ସ୍ଟ ବଢଇେ ଦେଉଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ ସେଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଅନେକ ଥର ପାପ କରିଅଛୁ ଏବଂ ବର୍ତ୍ତମାନ ଆମ୍ଭେମାନେ ରାଜାଙ୍କୁ ମାଗି ପାପକୁ ବଢ଼େଇ ଦେଉଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।