1 Samuel 12:2 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭର ନତେୃତ୍ବ କରିବା ପାଇଁ ଜଣେ ରାଜା ଅଛନ୍ତି। ମୁ ବୃଦ୍ଧ ଓ ପକ୍ବକେଶ ହାଇେ ଗଲିଣି। ମୁ ମାେ ୟକ୍ସ୍ଟବାବସ୍ଥାରକ୍ସ୍ଟ ତକ୍ସ୍ଟମ୍ଭ ମୂନିବ ଥିଲି। ବର୍ତ୍ତମାନ ମାେ ପକ୍ସ୍ଟଅମାନେ ତକ୍ସ୍ଟମ୍ଭ ସାଥି ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି ମୁଁ ବୃଦ୍ଧ ଓ ପକ୍ଵକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭର ନେତୃତ୍ୱ କରିବା ପାଇଁ ଜଣେ ରାଜା ଅଛନ୍ତି। ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇ ଗଲିଣି। ମୁଁ ମୋ’ ଯୁବାବସ୍ଥାରୁ ତୁମ୍ଭ ମୁନିବ ଥିଲି। ବର୍ତ୍ତମାନ ମୋ’ ପୁଅମାନେ ତୁମ୍ଭ ସାଥୀରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।
Odia IRV 2017 (ଓଡିଆ ବାଇବେଲ)