1 Samuel 12:20 — Compare Translations

5 translations compared side by side

Odia - 1840
"ତା'ପରେ ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଭୟଭୀତ ହକ୍ସ୍ଟଅ ନାହିଁ। ଏହା ସତ୍ଯ ତୁମ୍ଭମାନେେ ଏହିସବୁ ବହକ୍ସ୍ଟତ ମନ୍ଦକାର୍ୟ୍ଯ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନକ୍ସ୍ଟସରଣ କରିବା ବନ୍ଦ କରନାହିଁ। ମନପ୍ରାଣ ଦଇେ ସଦାପ୍ରଭୁଙ୍କର ସବୋ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟଭୀତ ହୁଅ ନାହିଁ। ଏହା ସତ୍ୟ ତୁମ୍ଭେମାନେ ଏହିସବୁ ବହୁତ ମନ୍ଦକାର୍ଯ୍ୟ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କର ନାହିଁ। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କର ସେବା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;