1 Samuel 12:21 — Compare Translations

5 translations compared side by side

Odia - 1840
"ମୂର୍ତ୍ତୀଗୁଡିକୁ ଅନକ୍ସ୍ଟସରଣ କରିବା ପାଇଁ ପରମେଶ୍ବରଙ୍କଠାରକ୍ସ୍ଟ ଦୌଡି ପଳାଅ ନାହିଁ! ସମାନେେ ଅସାର, ସମାନେେ ମଙ୍ଗଳ କରିବା ପାଇଁ କିମ୍ବା ତୁମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଅକ୍ଷମ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ତ୍ତିଗୁଡ଼ିକୁ ଅନୁସରଣ କରିବା ପାଇଁ ପରମେଶ୍ୱରଙ୍କଠାରୁ ଦୌଡ଼ି ପଳାଅ ନାହିଁ! ସେମାନେ ଅସାର, ସେମାନେ ମଙ୍ଗଳ କରିବା ପାଇଁ କିମ୍ବା ତୁମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଅକ୍ଷମ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।