1 Samuel 12:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆପଣା ମହାନ ନାମ ସକାେଶ ଆପଣା ଲୋକମାନଙ୍କୁ ତ୍ଯାଗ କରିବେ ନାହିଁ। କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତକ୍ସ୍ଟଷ୍ଟ ହାଇେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଆପଣା ମହାନ ନାମ ସକାଶେ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ। କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।