1 Samuel 12:23 — Compare Translations
5 translations compared side by side
Odia - 1840
"ମାେ ପକ୍ଷ ରେ, ମୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରକ୍ସ୍ଟ ନିବୃତ ହବେି ନାହିଁ। ଯଦି ମୁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦବେି, ତବେେ ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିବି। ମୁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ ଶିକ୍ଷା ଦବୋ ଗ୍ଭଲକ୍ସ୍ଟ ରଖିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପକ୍ଷରେ, ମୁଁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହେବି ନାହିଁ। ଯଦି ମୁଁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦେବି, ତେବେ ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି। ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ଶିକ୍ଷା ଦେବା ଗ୍ଭଲୁ ରଖିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।