1 Samuel 12:24 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ନିଶ୍ଚିତ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ମନ ପ୍ରାଣ ଦଇେ ସଦାପ୍ରଭୁଙ୍କ ସବୋ କର, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ବଡ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କ ସେବା କର, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ବଡ଼ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।