1 Samuel 12:25 — Compare Translations
5 translations compared side by side
Odia - 1840
"କିନ୍ତୁ ଯଦି ତୁମ୍ଭମାନେେ କ୍ରମାଗତ କକ୍ସ୍ଟକର୍ମ କରିବା ରେ ଆଗ୍ରହ ପ୍ରକାଶ କର, ତବେେ ତୁମ୍ଭମାନେେ ଓ ତୁମ୍ଭମାନଙ୍କ ରାଜା ଧ୍ବଂସ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ନିତା; ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେମାନେ କ୍ରମାଗତ କୁକର୍ମ କରିବାରେ ଆଗ୍ରହ ପ୍ରକାଶ କର, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଧ୍ୱଂସ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।