1 Samuel 12:3 — Compare Translations

5 translations compared side by side

Odia - 1840
"ମୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ଅଛି। ଯଦି ମୁ କିଛି ଭକ୍ସ୍ଟଲ କରିଛି ତୁମ୍ଭମାନେେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକକ୍ସ୍ଟ କକ୍ସ୍ଟହ। ମୁ କାହାର ଗଧ କିମ୍ବା ଗାଈ ଚୋରୀ କରିଛି କି? ମୁ କାହାକକ୍ସ୍ଟ ଆଘାତ କିମ୍ବା ଧୋକା ଦଇେଛି କି? ମୁ ମାରେ ଚକ୍ଷକ୍ସ୍ଟକକ୍ସ୍ଟ ଅନ୍ଧ କରିବା ପାଇଁ କାହା ହସ୍ତରକ୍ସ୍ଟ ଲାଞ୍ଚ ନଇେ ନାହିଁ, ଯେପରିକି ମୁ ଅନ୍ୟ ଦ୍ବାରା ଅପରାଧ କରିଥିବା ଉପଦ୍ରବ୍ଯ ଦେଖି ନପା ରେ? ଯଦି ମୁ ଏଥିରକ୍ସ୍ଟ କୌଣସିଟି କରିଛି, ତବେେ ମୁ ତାହା ଭରଣା କରିବା ପାଇଁ ପ୍ରସ୍ତକ୍ସ୍ଟତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧ‌କ୍‌କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।