1 Samuel 12:4 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ଉତ୍ତର ଦେଲେ, ନା! ତୁମ୍ଭେ ଏପରି ଖରାପ କାମ କବେେ ବି କରି ନାହିଁ। ତୁମ୍ଭେ ଆମକକ୍ସ୍ଟ ଠକି ନାହିଁ କିମ୍ବା ଆମ୍ଭଠାରକ୍ସ୍ଟ କିଛି ନଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ କହିଲେ, ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଉତ୍ତର ଦେଲେ, “ନା! ତୁମ୍ଭେ ଏପରି ଖରାପ କାମ କେବେ ବି କରି ନାହଁ। ତୁମ୍ଭେ ଆମକୁ ଠକି ନାହଁ କିମ୍ବା ଆମ୍ଭଠାରୁ କିଛି ନେଇ ନାହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ କହିଲେ, ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।