1 Samuel 12:5 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କୁ କହିଲେ, ତୁମ୍ଭେ ଯାହା କହିଲ ସଦାପ୍ରଭୁ ଏବଂ ନୂତନ ମନୋନୀତ ରାଜା ତାହା ଶୁଣିଲେ, ସମାନେେ ଦୃଢ କରିବାକୁ ସାକ୍ଷୀ ରହିଲେ ଯେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ଜାଣିଲେ ମୁ କିଛି ଭୂଲ କରି ନାହିଁ। ଲୋକମାନେ କହିଲେ, ହଁ ସଦାପ୍ରଭୁ ସାକ୍ଷୀ ଅଛନ୍ତି ଏହା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି; ତହିଁରେ ସେମାନେ କହିଲେ, ସାକ୍ଷୀ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଇସ୍ରାଏଲୀୟମାନଙ୍କୁ କହିଲେ, “ତୁମ୍ଭେ ଯାହା କହିଲ ସଦାପ୍ରଭୁ ଏବଂ ନୂତନ ମନୋନୀତ ରାଜା ତାହା ଶୁଣିଲେ, ସେମାନେ ଦୃଢ଼ କରିବାକୁ ସାକ୍ଷୀ ରହିଲେ ଯେ ତୁମ୍ଭ ବିରୁଦ୍ଧରେ ଜାଣିଲେ ମୁଁ କିଛି ଭୁଲ୍ କରି ନାହିଁ।” ଲୋକମାନେ କହିଲେ, “ହଁ ସଦାପ୍ରଭୁ ସାକ୍ଷୀ ଅଛନ୍ତି ଏହା ସତ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, “ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି;” ତହିଁରେ ସେମାନେ କହିଲେ, “ସାକ୍ଷୀ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି; ତହିଁରେ ସେମାନେ କହିଲେ, ସାକ୍ଷୀ ଅଛନ୍ତି।