1 Samuel 12:6 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଯାହାସବୁ ଘଟିଛି ସଦାପ୍ରଭୁ ସବୁ ଦେଖିଛନ୍ତି। ସଦାପ୍ରଭୁ ମାଶାେ ଓ ହାରୋଣଙ୍କକ୍ସ୍ଟ ନିୟକ୍ସ୍ଟକ୍ତି କରିଥିଲେ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କକ୍ସ୍ଟ ମିଶରରକ୍ସ୍ଟ ବାହାର କରି ଆଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଲୋକମାନଙ୍କୁ କହିଲେ, “ଯାହାସବୁ ଘଟିଛି ସଦାପ୍ରଭୁ ସବୁ ଦେଖିଛନ୍ତି। ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ନିଯୁକ୍ତି କରିଥିଲେ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କୁ ମିଶରରୁ ବାହାର କରି ଆଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।