1 Samuel 12:7 — Compare Translations
5 translations compared side by side
Odia - 1840
"ଆହକ୍ସ୍ଟରି ମଧ୍ଯ ଶକ୍ସ୍ଟଣ ମୁ ତୁମ୍ଭକୁ ସଦାପ୍ରଭୁଙ୍କ ତୁମ୍ଭମାନଙ୍କ ପ୍ରତି ଅଲେ ୗକିକତା ଓ ତକ୍ସ୍ଟମ୍ଭ ପୂର୍ବପୁରୁଷଙ୍କ କଥା କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେମାନେ ଏକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ଶୁଣ ମୁଁ ତୁମ୍ଭକୁ ସଦାପ୍ରଭୁଙ୍କ ତୁମ୍ଭମାନଙ୍କ ପ୍ରତି ଅଲୌକିକତା ଓ ତୁମ୍ଭ ପୂର୍ବପୁରୁଷଙ୍କ କଥା କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।