1 Samuel 12:8 — Compare Translations

5 translations compared side by side

Odia - 1840
"ୟାକକ୍ସ୍ଟବ ମିଶରକକ୍ସ୍ଟ ଗଲା ଉତ୍ତାରକ୍ସ୍ଟ ମିଶରୀଯମାନେ ତୁମ୍ଭମାନଙ୍କର ବଂଶଧରଗଣଙ୍କର ଜୀବନକକ୍ସ୍ଟ ଦକ୍ସ୍ଟର୍ବିସହ କରି ଦେଲେ। ତେଣୁ ସମାନେେ ସାହାୟ୍ଯ ପାଇଁ ସଦାପ୍ରଭୁଙ୍କୁ ଡାକିଲେ। ସେତବେେଳେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କକ୍ସ୍ଟ ପଠାଇଲେ। ସମାନେେ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କକ୍ସ୍ଟ ମିଶରରକ୍ସ୍ଟ ଆଣିଲେ ଏବଂ ଏହି ସ୍ଥାନ ରେ ବାସ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯାକୁବ ମିଶରକୁ ଗଲା ଉତ୍ତାରୁ ମିଶରୀୟମାନେ ତୁମ୍ଭମାନଙ୍କର ବଂଶଧରଗଣଙ୍କର ଜୀବନକୁ ଦୁର୍ବିସହ କରିଦେଲେ। ତେଣୁ ସେମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କୁ ଡାକିଲେ। ସେତେବେଳେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ପଠାଇଲେ। ସେମାନେ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କୁ ମିଶରରୁ ଆଣିଲେ ଏବଂ ଏହି ସ୍ଥାନରେ ବାସ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।
Odia IRV 2017 (ଓଡିଆ ବାଇବେଲ)