1 Samuel 12:9 — Compare Translations
5 translations compared side by side
Odia - 1840
"କିନ୍ତୁ ତକ୍ସ୍ଟମ୍ଭ ପୂର୍ବପୁରୁଷମାନେ ସଦାପ୍ରଭୁ ସମାନଙ୍କେର ପରମେଶଓରଙ୍କୁ ପାଶୋରିବାରକ୍ସ୍ଟ ସଦାପ୍ରଭୁ ସମାନଙ୍କେୁ ସୀଷରାର କ୍ରୀତଦାସ କରାଇଲେ। ସୀଷରା ହାତ୍ସୋର ସୈନ୍ଯବାହୀନିର ସନୋପତି ଥିଲେ। ସଦାପ୍ରଭୁ ସମାନଙ୍କେୁ ପଲେଷ୍ଟୀୟମାନଙ୍କର ଓ ମାୟୋବ ରାଜାର ଦାସ କଲେ। ସମାନେେ ସମସ୍ତେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣ ସହିତ ୟକ୍ସ୍ଟଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ପାସୋରନ୍ତେ, ସେ ହାତ୍ସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର⇧ ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତୁମ୍ଭ ପୂର୍ବପୁରୁଷମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କୁ ପାଶୋରିବାରୁ ସଦାପ୍ରଭୁ ସେମାନଙ୍କୁ ସୀଷରାର କ୍ରୀତଦାସ କରାଇଲେ। ସୀଷରା ହାତ୍ସୋର ସୈନ୍ୟବାହିନୀର ସେନାପତି ଥିଲେ। ସଦାପ୍ରଭୁ ସେମାନଙ୍କୁ ପଲେଷ୍ଟୀୟମାନଙ୍କର ଓ ମୋୟାବ ରାଜାର ଦାସ କଲେ। ସେମାନେ ସମସ୍ତେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣ ସହିତ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।