1 Samuel 13:10 — Compare Translations

5 translations compared side by side

Odia - 1840
"ଶାଉଲ ବଳି କାର୍ୟ୍ଯ ସମାଲ୍ଗ କରିବା ମାତ୍ରକେ ଶାମକ୍ସ୍ଟଯଲେ ସଠାେରେ ପହନ୍ଚିଲେ। ଶାଉଲ ତାଙ୍କୁ ସାକ୍ଷାତ କରିବା ପାଇଁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବାମାତ୍ର ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ବଳି କାର୍ଯ୍ୟ ସମାପ୍ତ କରିବା ମାତ୍ରକେ ଶାମୁୟେଲ ସେଠାରେ ପହଞ୍ଚିଲେ। ଶାଉଲ ତାଙ୍କୁ ସାକ୍ଷାତ କରିବା ପାଇଁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବା ମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବାମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।