1 Samuel 13:11 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ଏ କ'ଣ କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ କହିଲେ, ତୁମ୍ଭେ କଅଣ କଲ? ଶାଉଲ ଉତ୍ତର କଲେ, ମୁଁ ଦେଖିଲି, ଯେ ଲୋକମାନେ ମୋʼ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍ମସ୍ରେ ଏକତ୍ର ହୋଇଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ କହିଲେ, “ତୁମ୍ଭେ ଏ କ’ଣ କଲ?” ଶାଉଲ କହିଲେ, “ମୁଁ ଦେଖୁଛି ସୈନିକମାନେ ମୋତେ ତ୍ୟାଗ କରୁଛନ୍ତି ପୁଣି ନିରୂପିତ ସମୟ ମଧ୍ୟରେ ତୁମ୍ଭେ ଆସିଲ ନାହିଁ ଏବଂ ପଲେଷ୍ଟୀୟମାନେ ମିକ୍ମସ୍ରେ ଏକଜୁଟ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ କହିଲେ, “ତୁମ୍ଭେ କଅଣ କଲ?” ଶାଉଲ ଉତ୍ତର କଲେ, “ମୁଁ ଦେଖିଲି, ଯେ ଲୋକମାନେ ମୋʼ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍ମସ୍ରେ ଏକତ୍ର ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ କହିଲେ, ତୁମ୍ଭେ କଅଣ କଲ? ଶାଉଲ ଉତ୍ତର କଲେ, ମୁଁ ଦେଖିଲି, ଯେ ଲୋକମାନେ ମୋ’ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍ମସ୍ରେ ଏକତ୍ର ହୋଇଅଛନ୍ତି;