1 Samuel 13:12 — Compare Translations

5 translations compared side by side

Odia - 1840
"ଏଥିପାଇଁ ମୁ ଭାବିଲି, 'ପଲେଷ୍ଟୀୟମାନେ ଗିଲ୍ଗଲ ଆସି ଆକ୍ରମଣ କରିବେ ମାତ୍ର ମୁ ସଦାପ୍ରଭୁଙ୍କର ଅନକ୍ସ୍ଟଗ୍ରହ ମାଗି ନାହିଁ। ତେଣୁ ମୁ ବାଧ୍ଯ ହାଇେ ହାମବେଳି ଉତ୍ସର୍ଗ କରିଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ମୁଁ କହିଲି, ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ । ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ମୁଁ ଭାବିଲି, ‘ପଲେଷ୍ଟୀୟମାନେ ଗି‌ଲ୍‌ଗଲ୍ ଆସି ଆକ୍ରମଣ କରିବେ ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ। ତେଣୁ ମୁଁ ବାଧ୍ୟ ହୋଇ ହୋମବଳି ଉତ୍ସର୍ଗ କରିଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମୁଁ କହିଲି, ‘ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍‍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ।’ ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମୁଁ କହିଲି, ପଲେଷ୍ଟୀୟମାନେ ଏହିକ୍ଷଣି ମୋ’ ବିରୁଦ୍ଧରେ ଗିଲ୍‍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ। ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।