1 Samuel 13:15 — Compare Translations
5 translations compared side by side
Odia - 1840
"ଶାଉଲ ଏବଂ ତାଙ୍କ ଅବଶିଷ୍ଟ ସୈନ୍ଯ ଗିଲଗଲ ପରିତ୍ଯାଗ କଲେ। ସମାନେେ ବିନ୍ଯାମୀନ ଦଇେ ଗିବିଯାକକ୍ସ୍ଟ ୟାତ୍ରା କଲେ। ଶାଉଲ ଗଣନା କଲେ ଓ ପାଇଲେ ଯେ, ସେ ପର୍ୟ୍ଯନ୍ତ ତାଙ୍କ ସହ 600 ଲୋକ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାକୁ ଗଲେ । ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିକ୍ମସ୍ରେ ଯୁଦ୍ଧ ଶାଉଲ ଏବଂ ତାଙ୍କ ଅବଶିଷ୍ଟ ସୈନ୍ୟ ଗିଲ୍ଗଲ୍ ପରିତ୍ୟାଗ କଲେ। ସେମାନେ ବିନ୍ୟାମୀନ ଦେଇ ଗିବିୟାକୁ ଯାତ୍ରା କଲେ। ଶାଉଲ ଗଣନା କଲେ ଓ ପାଇଲେ ଯେ, ସେ ପର୍ଯ୍ୟନ୍ତ ତାଙ୍କ ସହ 600 ଲୋକ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।