1 Samuel 13:16 — Compare Translations
5 translations compared side by side
Odia - 1840
"ଶାଉଲ ଏବଂ ତାଙ୍କ ପକ୍ସ୍ଟଅ ଯୋନାଥନ ସୈନ୍ଯମାନଙ୍କ ସହିତ ବିନ୍ଯାମୀନର ଗିବିଯାକକ୍ସ୍ଟ ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଏବଂ ତାଙ୍କ ପୁଅ ଯୋନାଥନ ସୈନ୍ୟମାନଙ୍କ ସହିତ ବିନ୍ୟାମୀନର ଗିବିୟାକୁ ଯାତ୍ରା କଲେ। ପଲେଷ୍ଟୀୟମାନେ ମିକ୍ମସ୍ରେ ସେମାନଙ୍କ ଶିବିର ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ।