1 Samuel 13:17 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନେ ସେ ଅଞ୍ଚଳ ରେ ରହକ୍ସ୍ଟଥିବା ଇଶ୍ରାୟେଲୀୟମାନଙ୍କୁ ଦଣ୍ତିତ କରିବାକୁ ନିଷ୍ପତ୍ତି ନେଲେ। ସମାନଙ୍କେର ସକ୍ସ୍ଟଦକ୍ଷ ପଲେଷ୍ଟୀୟ ଯୋଦ୍ଧାଗଣକକ୍ସ୍ଟ ଆକ୍ରମଣ କରିବାକୁ ଆରମ୍ଭ କଲେ। ସମାନେେ ତିନିଦଳ ରେ ବିଭକ୍ତ ହାଇେ ଦଳେ ଶୂଯାଲ୍ ନିକଟରେ ଓ ଅଫ୍ରା ରାସ୍ତାର ଉତ୍ତରକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ସେ ଅଞ୍ଚଳରେ ରହୁଥିବା ସ୍ରାଏଲୀୟମାନଙ୍କୁ ଦଣ୍ତିତ କରିବାକୁ ନିଷ୍ପତ୍ତି ନେଲେ। ସେମାନଙ୍କର ସୁଦକ୍ଷ ପଲେଷ୍ଟୀୟ ଯୋଦ୍ଧାଗଣ ଆକ୍ରମଣ କରିବାକୁ ଆରମ୍ଭ କଲେ। ସେମାନେ ତିନି ଦଳରେ ବିଭକ୍ତ ହୋଇ ଦଳେ ଶୂୟାଲ୍ ନିକଟରେ ଓ ଅଫ୍ରା ରାସ୍ତାର ଉତ୍ତରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;