1 Samuel 13:18 — Compare Translations
5 translations compared side by side
Odia - 1840
"ଦ୍ବିତୀୟ ଦଳ ଦକ୍ଷିଣ-ପୂର୍ବ ଦିଗ ରେ ବୈଥୋରିଣ ରାସ୍ତା ରେ ଗଲେ। ତୃତୀୟ ଦଳ ପୂର୍ବଦିଗର ରାସ୍ତାର ସୀମା ସିବୋଯିମ ଉପତ୍ୟକାର ଅଞ୍ଚଳର ପଥଦଇେ ଗମନ କଲେ। ସହେି ରାସ୍ତାଟି ସିବୋଯିମ ଉପତ୍ୟକା ଦଇେ ମରକ୍ସ୍ଟଭୂମି ଆଡେ ମକ୍ସ୍ଟହଁ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅନ୍ୟ ଏକ ଦଳ ବୈଥୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ଦଳ ଦକ୍ଷିଣ-ପୂର୍ବ ଦିଗରେ ବୈଥୋରିଣ ରାସ୍ତାରେ ଗଲେ। ତୃତୀୟ ଦଳ ପୂର୍ବଦିଗର ରାସ୍ତାର ସୀମା ସିବୋୟିମ ଉପତ୍ୟକାର ଅଞ୍ଚଳର ପଥଦେଇ ଗମନ କଲେ। ସେହି ରାସ୍ତାଟି ସିବୋୟିମ ଉପତ୍ୟକା ଦେଇ ମରୁଭୂମି ଆଡ଼େ ମୁହଁ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।